Masthead

ଶରଦଙ୍କୁ ଭେଟିଲେ ଆଦାନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଲେ ଗୌତମ ଆଦାନୀ । ଗୁରୁବାର ଶରଦ ପାୱାରଙ୍କୁ ଭେଟି ଦୁଇ ଘଣ୍ଟା କଲେ ଆଲୋଚନା । ଯାହାକୁ ନେଇ ରାଜନୈତି ଚର୍ଚ୍ଚା ଜୋର ଧରିଛି । କିନ୍ତୁ ଏଯାଏ କଣ ଆଲୋଚନା ହୋଇଛି ତାହା ସାମ୍ନାକୁ ଆସିନାହିଁ । କିଛି ଦିନ ପୂର୍ବରୁ ଗୌତମଙ୍କୁ ଟାଗେର୍ଟ କରିଥିଲେ ବିରୋଧୀ । ଯାହାକୁ ଜେପିସି ଗଠନ ପାଇଁ ଦାବି ହୋଇଥିଲା ।

କିନ୍ତୁ ଶରଦ ପାୱାର କହିଥିଲେ, ଜେପିସି ଗଠନ କଲେ କୌଣସି ଲାଭ ହେବ ନାହିଁ। ବିରୋଧୀଙ୍କ ଦାବିକୁ ସେ ଭୁଲ ବୋଲି ମଧ୍ୟ କହିଥିଲେ। ଏଭଳି ପରିସ୍ଥିତିରେ ଗୌତମ ଆଦାନୀଙ୍କ ସହ ତାଙ୍କର ସାକ୍ଷାତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହାକୁ ନେଇ ରାଜନୈତିକ ମହଲରେ ହଲଚଲ ସୃଷ୍ଟି ହୋଇଛି।ହିଣ୍ଡନବର୍ଗ ରିପୋର୍ଟ ପରେ ବିରୋଧୀ ଅଭିଯୋଗ କରିଥିଲେ, ଗୌତମ ଆଦାନୀ ୨୦ ହଜାର କୋଟି ଟଙ୍କା ଦୁର୍ନୀତି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା