ସଂସଦରେ ଆଦାନୀ ଝଡ଼, ମାର୍ଚ୍ଚ ୧୩ ଯାଏ ରାଜ୍ୟସଭା ସ୍ଥଗିତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଦାନୀ ମାମଲାରେ ରାଜ୍ୟସଭାରେ ହୋହାଲା । ସୋମବାର ସଂସଦରେ ବଜେଟ ଅଧିବେଶନ ଚାଲିଥିବା ବେଳେ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା । ବିରୋଧୀ ସାଂସଦମାନେ ଆଦାନୀ ମାମଲାକୁ ନେଇ ରାଜ୍ୟସଭାରେ ଅଡୁଆ ସୃଷ୍ଟି କରିଥିଲେ। ଏହି ସମୟରେ, ବିରୋଧୀ ସାଂସଦମାନେ ରେକର୍ଡରୁ ମଲ୍ଲିକାର୍ଜୁନ ଖଡଗେଙ୍କ ଭାଷଣର କିଛି ଅଂଶକୁ ବଦ ଦେବାକୁ ନେଇ ଉତ୍ତେଜିତ ହୋଇ ବାଚସ୍ପତିଙ୍କ ପୋଡିୟମରେ ପହଞ୍ଚିଥିଲେ।

ରାଜ୍ୟସଭାର କାର୍ଯ୍ୟକୁ ୧୩ ମାର୍ଚ୍ଚ ପର୍ୟ୍ୟନ୍ତ ସ୍ଥଗିତ ରଖାଯାଇଛି । କଂଗ୍ରେସ ସାଂସଦ ଶକ୍ତିସିନ୍ ଗୋହିଲ କହିଛନ୍ତି ଯେ ଆମେ ଆଦାନୀ ମାମଲାରେ ଆଲୋଚନା କରିବାକୁ ଚାହୁଁଛୁ, କିନ୍ତୁ କେନ୍ଦ୍ରସରକାର ଏହା ଚାହୁଁନାହାନ୍ତି । ଏହି ପ୍ରସଙ୍ଗ ଉଠାଇବାକୁ ଆମେ ଗୋଟିଏ ହେଲେ ସୁଯୋଗ ପାଇଲୁ ନାହିଁ । ଜେପିସି ଅନୁସନ୍ଧାନ କାହିଁକି ଆଦେଶ ଦିଆଗଲା ନାହିଁ? ପ୍ରଧାନମନ୍ତ୍ରୀ ସଂସଦରେ ଯେଉଁଭଳି ଭାବରେ ମନ୍ତବ୍ୟ ରଖିଲେ ତାହା ଗ୍ରହଣୀୟ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ