Masthead

ଆଜିଠୁ ମିଳିବ ଆଡପ ଅବଢ଼ା

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନବେଦି ଛାଡ଼ି ଜନ୍ମବେଦୀରେ ଚତୁର୍ଦ୍ଧାମୂରତି । ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାବାହୁ ବଡ଼ଦାଣ୍ଡରେ ଦୁଇଦିନର ଲୀଳାଖେଳ ସାରି ଜନ୍ମବେଦିକୁ ବିଜେ କରିଛନ୍ତି । ବୁଧବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦର୍ଶନ ଦେବାପରେ ଗୁରୁବାର ସନ୍ଧ୍ୟାରେ ଗୋଟି ପହଣ୍ଡିରେ ଯାଇ ଆଡପ ମଣ୍ଡପରେ ବିଜେ କରିଛନ୍ତି ଦାରୁଦିଅଁ । ଅନ୍ୟପଟେ ଆଜିଠାରୁ ଭକ୍ତମାନେ ଆଡପ ଦର୍ଶନ କରିବା ସହ ଆଡପ ଅବଢ଼ା ପାଇପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ