Masthead

ଭାରତ ଫେରୁଛନ୍ତି ଅଦାର ପୁନାୱାଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଅଦାର ପୁନାୱାଲା ଆଜି ଲଣ୍ଡନରୁ ଭାରତ ଫେରୁଛନ୍ତି । ଭାରତରେ କରୋନାର ଦ୍ୱିତୀୟ ଲହର ଉଦବେଗଜନକ ରହିଛି । ଲୋକଙ୍କ ଚାହିଦା ମେଣ୍ଟାଇବା ପାଇଁ ଆଣ୍ଟି-କୋଭିଡ ଟିକା ଅଧିକ ପ୍ରସ୍ତୁତ କରିବାକୁ ତାଙ୍କ ଉପରେ ଚାପ ପଡୁଛି । ଜୀବନ ପ୍ରତି ଭୟ ଥିବାରୁ ସେ ସପରିବାର ଲଣ୍ଡନ ପଳାଇଥିଲେ ।

କେନ୍ଦ୍ର ସରକାର ସୁରକ୍ଷା ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେବା ପରେ ଅଦାର ଭାରତ ଫେରୁଛନ୍ତି । ତାଙ୍କ ସୁରକ୍ଷାରେ ନିୟୋଜିତ ହେବେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସର ୫ କମାଣ୍ଡୋ । ତେଣେ ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପଟେଲ କହିଛନ୍ତି ଆଦାର ଓ ତାଙ୍କ ପରିବାରର ସୁରକ୍ଷା ଦାୟିତ୍ୱ କଂଗ୍ରେସ ନେବ । ଦେଶର ହିତପାଇଁ ସେ ଟିକା ପ୍ରସ୍ତୁତ କରୁଛନ୍ତି । ତାଙ୍କୁ କିଏ ଧମକ ଦେଉଛି, ସେହି ନେତାଙ୍କ ନାମ ଅଦାର ପ୍ରକାଶ କରନ୍ତୁ ବୋଲି ନାନା ପଟେଲ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ