Masthead

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ବ । ପୁରୀ SJTAର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ମୁଖ୍ୟ ଆବାସିକ କମିଶନର ଦାୟିତ୍ବ ମଧ୍ୟ ତୁଲାଇବେ ମନୋଜ ଆହୁଜା । ନୂଆ ଦିଲ୍ଲୀରେ ରାଜ୍ୟ ସରକାରଙ୍କ ମୁଖ୍ୟ ଆବାସିକ କମିଶନ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ । ୨୦୨୪  ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ । ତାଙ୍କୁ ସରକାର ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଉଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମନୋଜ ଆହୁଜାଙ୍କୁ ସିଏସ ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା । ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବଢାଇଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ