Masthead

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ବ । ପୁରୀ SJTAର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ମୁଖ୍ୟ ଆବାସିକ କମିଶନର ଦାୟିତ୍ବ ମଧ୍ୟ ତୁଲାଇବେ ମନୋଜ ଆହୁଜା । ନୂଆ ଦିଲ୍ଲୀରେ ରାଜ୍ୟ ସରକାରଙ୍କ ମୁଖ୍ୟ ଆବାସିକ କମିଶନ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ । ୨୦୨୪  ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ । ତାଙ୍କୁ ସରକାର ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଉଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମନୋଜ ଆହୁଜାଙ୍କୁ ସିଏସ ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା । ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବଢାଇଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ