Masthead

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

ସୋରଡା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ। ଭଞ୍ଜନଗର ଅତିରିକ୍ତ ସିଭିଲ ସପ୍ଲାଇ ଅଫିସର ସଞ୍ଜୟ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗରର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ । ଖୋର୍ଦ୍ଧା, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ଚାଲିଛି । ଭୁବନେଶ୍ୱରରେ ୪ ଟି ଘର , ଭଞ୍ଜନଗର ଅଫିସ ଓ ଭଡ଼ା ଘରେ ଚାଲିଛି ରେଡ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ