Masthead

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

ସୋରଡା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ। ଭଞ୍ଜନଗର ଅତିରିକ୍ତ ସିଭିଲ ସପ୍ଲାଇ ଅଫିସର ସଞ୍ଜୟ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗରର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ । ଖୋର୍ଦ୍ଧା, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ଚାଲିଛି । ଭୁବନେଶ୍ୱରରେ ୪ ଟି ଘର , ଭଞ୍ଜନଗର ଅଫିସ ଓ ଭଡ଼ା ଘରେ ଚାଲିଛି ରେଡ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ