Masthead

ମୋଦି ଓ ଅମିତ ଶାହଙ୍କୁ ଏକୁଟିଆ ଅଟକାଇବା ସହଜ ନୁହେଁ: ଅଧୀର ରଞ୍ଜନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀ ଓ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ । କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ସମଗ୍ର ଦେଶରେ ହଇଚଇ ସୃଷ୍ଟି କରୁଛନ୍ତି । ତେଣୁ ସେମାନଙ୍କୁ ଅଟକାଇବା cଜରୁରୀ । ତାଙ୍କୁ ଏକୁଟିଆ ଅଟକାଇବା ସହଜ ନୁହେଁ ସମସ୍ତ ବିରୋଧୀ ଏକଜୁଟ ହେବା ଜରୁରୀ ।

ସେ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି ଯେ ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ଅଧିକ ସତର୍କ ଅଛନ୍ତି । ସେଥିପାଇଁ ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି । ଖାଲି ସ୍ତିକି ନୁହେଁ ମଧ୍ୟପ୍ରଦେଶ ଏବଂ ଛତିଶଗଡକୁ ନେଇ ସେ ବିଜେପି ଉପରେ ଉପରେ ବର୍ଷିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ