Masthead

ମୋଦି ଓ ଅମିତ ଶାହଙ୍କୁ ଏକୁଟିଆ ଅଟକାଇବା ସହଜ ନୁହେଁ: ଅଧୀର ରଞ୍ଜନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀ ଓ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ । କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ସମଗ୍ର ଦେଶରେ ହଇଚଇ ସୃଷ୍ଟି କରୁଛନ୍ତି । ତେଣୁ ସେମାନଙ୍କୁ ଅଟକାଇବା cଜରୁରୀ । ତାଙ୍କୁ ଏକୁଟିଆ ଅଟକାଇବା ସହଜ ନୁହେଁ ସମସ୍ତ ବିରୋଧୀ ଏକଜୁଟ ହେବା ଜରୁରୀ ।

ସେ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି ଯେ ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ଅଧିକ ସତର୍କ ଅଛନ୍ତି । ସେଥିପାଇଁ ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି । ଖାଲି ସ୍ତିକି ନୁହେଁ ମଧ୍ୟପ୍ରଦେଶ ଏବଂ ଛତିଶଗଡକୁ ନେଇ ସେ ବିଜେପି ଉପରେ ଉପରେ ବର୍ଷିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା