Masthead

ବିଜେଡିରେ ସାମିଲ ହେଲେ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଧରିଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ବିଜେଡିରେ ସାମିଲ ହଲେ ଅଧିରାଜ । ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏହାପରେ ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।

ଅଧିରାଜ ପାଣିଗ୍ରାହୀଙ୍କ ସମେତ ୩ ଜଣ ବ୍ଲକ ଚେୟାରମ୍ୟାନ୍, ୪୦ ଜଣ ସରପଞ୍ଚ ଓ ୩୪ ଜଣ ପଞ୍ଚାୟତ ସମିତି ସଦସ୍ୟ ଆଜି ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ବିଜେଡି ସାଂସଦ ମାନସ ମଙ୍ଗରାଜ ଅଧିରାଜ ପାଣିଗ୍ରାହୀଙ୍କୁ ଦଳରେ ସ୍ୱାଗତ କରିଛନ୍ତି । ଖରିଆର ଆସନରୁ ୨୦୧୯ ନିର୍ବାଚନରେ ବିଜେଡି ନେତା ଲମ୍ବୋଧର ନିଆଳଙ୍କୁ ହରାଇ ବିଧାନସଭାକୁ ଆସିଥିଲେ ଅଧିରାଜ ପାଣିଗ୍ରାହୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି