Masthead

ରିଲିଜ୍ ହେଲା ପୌରାଣିକ କାହାଣୀ ଉପରେ ଆଧାରିତ ଫିଲ୍ମ ‘ଆଦିପୁରୁଷ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରିଲିଜ୍ ହେଲା ବହୁ ପ୍ରତିକ୍ଷିତ ସିନେମା ଆଦିପୁରୁଷ । ପୌରାଣିକ କାହାଣୀ ଉପରେ ଆଧାରିତ ‘ଆଦିପୁରୁଷ’ । ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ବଲିଉଡ ଅଭିନେତ୍ରୀ କ୍ରିତି ସାନନଙ୍କ ଅଭିନୀତ ପାନ ଇଣ୍ଡିଆ ଫିଲ୍ମ ‘ଆଦିପୁରୁଷ’ । ୨ଡି ଏବଂ ୩ଡିରେ ସିଲଭର ସ୍କ୍ରିନରେ ରିଲିଜ ହୋଇଛି । ପ୍ରଥମ ଦିନରେ ପ୍ରଥମ ଶୋ ଦେଖିବାକୁ ପ୍ରଂଶସକମାନେ ପ୍ରେକ୍ଷାଳୟରେ ପ୍ରବଳ ଭିଡ଼ ଜମିଛି ।

ସାରା ଦେଶରେ ହିନ୍ଦୀ, ତେଲୁଗୁ, ତାମିଲ ସମେତ ୫ଟି ଭାଷାରେ ଏହି ସିନେମା ରିଲିଜ୍ ହୋଇଛି । ପ୍ରଥମ ଦିନରେ ପାଖାପାଖି ୧୦ ଲକ୍ଷ ସିନେମା ହଲରେ ରିଲିଜ୍ ହୋଇଛି । ଦିଲ୍ଲୀ, ମୁମ୍ବାଇ ସମେତ ଆନ୍ଧ୍ର ଏବଂ ଦକ୍ଷିଣ ଭାରତର ବିଭିନ୍ନ ହଲରେ ହାଉସ୍ଫୁଲ ସୋ’ ଚାଲିଛି । ଭୁବନେଶ୍ୱରରେ ସ୍ୱାତୀ ସିନେପ୍ଲେକ୍ସରେ ପ୍ରଭାସର ଫ୍ୟାନ୍ସମାନେ କେକ୍ କାଟି ସେଲିବ୍ରେସନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି