Masthead

ଚତୁର୍ଥ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୧

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚତୁର୍ଥ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୧ । ପୃଥିବୀ ଚାରିପଟେ ଚତୁର୍ଥ କକ୍ଷପଥ ପୁରା କରି ପଂଚମ କକ୍ଷପଥରେ ପ୍ରବେଶ କରିଛି ସାଟେଲାଇଟ ଆଦିତ୍ୟ-ଏଲ୧ । ୧୯ ତାରିଖରେ ପଂଚମ କକ୍ଷପଥ ପରିବର୍ତ୍ତନ କରିବ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଇସ୍ରୋ । ଏବେ ପଞ୍ଚମ କକ୍ଷପଥରେ ଘୁରି ବୁଲୁଛି ଆଦିତ୍ୟ ଏଲ୍-୧ । ଏବେ ପୃଥିବୀଠାରୁ ସବୁଠୁ କମ୍ ୨୫୬ କିଲୋମିଟର ଓ ସବୁଠୁ ଅଧିକ ୧ ଲକ୍ଷ ୨୧ ହଜାର ୯୭୩ କିଲୋମିଟର ଦୂରରେ ବୁଲୁଛି ଆଦିତ୍ୟ ଏଲ୍-୧ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା