Masthead

ଭାଇଙ୍କୁ ସୁସ୍ଥ କରିବା ପାଇଁ ସହଯୋଗ ଲୋଡିଛନ୍ତି ଆଦିତ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାଇଙ୍କୁ ସୁସ୍ଥ କରିବା ପାଇଁ ରାଉରକେଲାର ଆଦିତ୍ୟ ସାମଲ ଲୋଡିଛନ୍ତି ସହଯୋଗ । ଏପ୍ରିଲ ୯ରେ ଆଦିତ୍ୟଙ୍କ ବାପା ଦୁର୍ଘଟଣାରେ ଗୁରୁତର ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ତାଙ୍କ ଭାଇ ସାଥିରେ ଥିଲେ । କିନ୍ତୁ ୧୧ ତାରିଖରେ ସଡ଼କ ଦୁର୍ଘଟଣାରେ ସେ ମଧ୍ୟ ଗୁରୁତର ହୋଇ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ବାପା- ଭାଇଙ୍କ ଚିକିତ୍ସା ପାଇଁ ପ୍ରତିଦିନ ଆବଶ୍ୟକ ପଡୁଥିବା ଖର୍ଚ୍ଚ ଭରଣ କରିବା ଆଦିତ୍ୟଙ୍କ ପାଖେ ଅସମ୍ଭବ ।

ବାଧ୍ୟ ହୋଇ ସେ ଆର୍ଥିକ ସହାୟତା ଲୋଡିଛନ୍ତି । ଏହା ସହ ଭାଇ ଓ ବାପାଙ୍କ ସୁସ୍ଥତା ପାଇଁ ଇଶ୍ୱରଙ୍କ ନିକଟରେ ପାର୍ଥନା କରିବାକୁ ଆଦିତ୍ୟ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି । ଟଙ୍କା ପଠାଇବାର ଠିକଣା ମଧ୍ୟ ଦେଇଛନ୍ତି ଆଦିତ୍ୟ । ୮୩୮୪୮୮୬୫୧୮ ନଂରେ ଗୁଗୁଲପେ ରେ ଆର୍ଥିକ ସହାୟତା ପଠାଇବା ପାଇଁ ସେ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ