Masthead

ଭାଇଙ୍କୁ ସୁସ୍ଥ କରିବା ପାଇଁ ସହଯୋଗ ଲୋଡିଛନ୍ତି ଅଦିତ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଭାଇଙ୍କୁ ସୁସ୍ଥ କରିବା ପାଇଁ ରାଉରକେଲାର ଆଦିତ୍ୟ ସାମଲ ଲୋଡିଛନ୍ତି ସହଯୋଗ । ଏପ୍ରିଲ ୯ରେ ଆଦିତ୍ୟଙ୍କ ବାପା ଦୁର୍ଘଟଣାରେ ଗୁରୁତର ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ତାଙ୍କ ଭାଇ ସାଥିରେ ଥିଲେ । କିନ୍ତୁ ୧୧ ତାରିଖରେ ସଡ଼କ ଦୁର୍ଘଟଣାରେ ସେ ମଧ୍ୟ ଗୁରୁତର ହୋଇ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ବାପା- ଭାଇଙ୍କ ଚିକିତ୍ସା ପାଇଁ ପ୍ରତିଦିନ ଆବଶ୍ୟକ ପଡୁଥିବା ଖର୍ଚ୍ଚ ଭରଣ କରିବା ଆଦିତ୍ୟଙ୍କ ପାଖେ ଅସମ୍ଭବ । ବାଧ୍ୟ ହୋଇ ସେ ଆର୍ଥିକ ସହାୟତା ଲୋଡିଛନ୍ତି । ଏହା ସହ ଭାଇ ଓ ବାପାଙ୍କ ସୁସ୍ଥତା ପାଇଁ ଇଶ୍ୱରଙ୍କ ନିକଟରେ ପାର୍ଥନା କରିବାକୁ ଆଦିତ୍ୟ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି । ଟଙ୍କା ପଠାଇବାର ଠିକଣା ମଧ୍ୟ ଦେଇଛନ୍ତି ଆଦିତ୍ୟ । ୮୩୮୪୮୮୬୫୧୮ ନଂରେ ଗୁଗୁଲପେ ରେ ଆର୍ଥିକ ସହାୟତା ପଠାଇବା ପାଇଁ ସେ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ