Masthead

‘ଦୁର୍ନୀତି ଓ ପିସିରେ ମାଲାମାଲ ସରକାର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିରୋଧୀ ବିଜେପି ଆଣିଛି ମୁଲତବି ପ୍ରସ୍ତାବ । ରାଜ୍ୟ ସରକାରଙ୍କ ଜିରୋ ଟଲରାନ୍ସ ନୀତି କେବଳ ସ୍ଲୋଗାନରେ ସୀମିତ ବୋଲି ବିଜେପି ଅଗିଯୋଗ କରିଛି । ଦଳ କହିଛି ଦୁର୍ନୀତି ଓ ପିସିରେ ମାଲାମାଲ ଓଡ଼ିଶା ସରକାର । ଆଜି ବିଧାନସଭା ଆରମ୍ଭ ହେବା ମାତ୍ରେ ବିରୋଧୀଙ୍କ ମୁଲତବି ପ୍ରସ୍ତାବକୁ ନେଇ ଚର୍ଚ୍ଚା ଜୋର ଧରିଛି । ବିଜେପିର ଅଭିଯୋଗକୁ ଖଣ୍ଡନ କରିବା ପାଇଁ ଶାସକ ବିଜେଡି ମଧ୍ୟ ତୟାର । ଅଭିଯୋଗ ଓ ପ୍ରତି ଅଭିଯୋଗର ସରଗରମ ମାହୋଲ ଭିତରେ ଚାଲିବ ବିଧାନସଭା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା