Masthead

ବଲାଙ୍ଗୀରରେ ଅଦ୍ରିଜା ମଞ୍ଜରୀ ସିଂ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀରରେ ଅଦ୍ରିଜା ମଞ୍ଜରୀ ସିଂ । ଟାଉନ ଥାନାର ଦ୍ୱାରସ୍ଥ ହେଲେ ଅଦ୍ରିଜା । ଅର୍କେଶ ନାରାୟଣ ସିଂହଦେଓଙ୍କ ସ୍ତ୍ରୀ ଅଦ୍ରିଜା । ନିର୍ଯାତନା ନେଇ ଡେରାଡୁନରେ ମାମଲା । ସ୍ୱାମୀ ଅର୍କେଶ ଓ ଅନଙ୍ଗ ଓ କଳିକେଶ ନାଁରେ ମାମଲା । ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରି ଦେବେ ବିସ୍ତୃତ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ