Masthead

ବଲାଙ୍ଗୀରରେ ଅଦ୍ରିଜା ମଞ୍ଜରୀ ସିଂ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀରରେ ଅଦ୍ରିଜା ମଞ୍ଜରୀ ସିଂ । ଟାଉନ ଥାନାର ଦ୍ୱାରସ୍ଥ ହେଲେ ଅଦ୍ରିଜା । ଅର୍କେଶ ନାରାୟଣ ସିଂହଦେଓଙ୍କ ସ୍ତ୍ରୀ ଅଦ୍ରିଜା । ନିର୍ଯାତନା ନେଇ ଡେରାଡୁନରେ ମାମଲା । ସ୍ୱାମୀ ଅର୍କେଶ ଓ ଅନଙ୍ଗ ଓ କଳିକେଶ ନାଁରେ ମାମଲା । ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରି ଦେବେ ବିସ୍ତୃତ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ