Masthead

ବାଣ ନଫୁଟାଇବାକୁ ପରାମର୍ଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣତଃ ବାଣ ଫୁଟିଲେ କାର୍ବନ ଡାଇ ଏକ୍ସାଇଡ଼ ବାହାରି ଥାଏ। ଯାହା ଦ୍ୱାରା ଲଙ୍ଗସ ଖରାପ ହବାର ସମ୍ଭାବନା ଥାଏ । ଏପଟେ କରୋନା ଅଧିକ ଭାବରେ ଲଙ୍ଗସକୁ ଆକ୍ରାନ୍ତ କରୁଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ବାଣ ଫୁଟାରୁ ସମସ୍ତେ ନିବୃତ ରହିବାକୁ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।

କରୋନା ସମ୍ପର୍କରେ ସୂଚନା ଦେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଯେ ସଂକ୍ରମଣ ବଢିବା କମିବା ଡାଇନାମିକ ପ୍ରସେସରେ ଚାଲିବ । ଆମେ ଏଣ୍ଡାମିକରେ ଅଛେ। ଭୁବନେଶ୍ୱରରେ ତଳ ଉପର ହୋଇ ପ୍ଲାଟୋ ଷ୍ଟେଜରେ ରହିଛି। ଟ୍ରାନ୍ସମିସନ ଭଳି ପରିବେଶ ସୄଷ୍ଟି କରିବା ନାହିଁ।ଏଣ୍ଡାମିକ ଷ୍ଟେଜରେ କୋଭିଡ ରହିବ। ବୁଷ୍ଟର ଡୋଜର ଆବଶ୍ୟକତା ରହିଛି । କିନ୍ତୁ ଟେକନିକାଲ କମିଟିର ଷ୍ଟଡି ରିପୋର୍ଟ ଆସିନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା