Masthead

ସରକାରଙ୍କୁ ନରସିଂହ ଝଟକା, ବିଧାନସଭାରେ ସ୍ୱାଧିକାର ନୋଟିସ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନବ ଦାସ ହତ୍ୟା ପ୍ରସଙ୍ଗରେ ଗୋଟିଏପଟେ ବିଜେଡିକୁ ଘେରୁଛି ବିଜେପି । ଅନ୍ୟପଟେ ଆଇନକାନୁନର କଥା ଦେଖାଇ ସରକାରଙ୍କୁ ଅକଳରେ ପକାଉଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଏଥର ନରସିଂହ ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆଣିଛନ୍ତି ସ୍ୱାଧୀକାର ଭଙ୍ଗ ନୋଟିସ୍ । ମୁଖ୍ୟମନ୍ତ୍ରୀଙ୍କ ସହ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ବିରୋଧରେ ମଧ୍ୟ ଅଭିଯୋଗ ଆଣିଛନ୍ତି ।

ନରସିଂହ ନୋଟିସରେ ଦର୍ଶାଇଛନ୍ତି, ମୁଖ୍ୟମନ୍ତ୍ରୀ ଓ ଗୃହରାଷ୍ଟ୍ର ମନ୍ତ୍ରୀ ବିଧାନସଭାରେ ବିଭ୍ରାନ୍ତିକର ତଥ୍ୟ ରଖିଛନ୍ତି । ନବ ଦାସ ହତ୍ୟା ତଦନ୍ତରେ ଜଷ୍ଟିସ ଜେ.ପି ଦାସଙ୍କ ଅନୁଧ୍ୟାନକୁ କୋର୍ଟ ମନିଟରଡ ବୋଲି ଗୃହରେ କୁହାଯାଇଥିଲା । କିନ୍ତୁ ଏହା ଅସତ୍ୟ ବୋଲି ନରସିଂହ କହିଛନ୍ତି । ଏ ପ୍ରସଙ୍ଗରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ କହିଛନ୍ତି, ନୋଟିସ ମିଳିଛି ଓ ଏହାର ଅନୁଧ୍ୟାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ