Masthead

ଟସ୍ ଜିତି ଆଫଗାନିସ୍ତାନର ବ୍ୟାଟିଂ ନିଷ୍ପତ୍ତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱକପ୍ ଭାରତ ଆଫଗାନିସ୍ତାନ ଲଢେଇରେ ଟସ୍ ଜିତି ଆଫଗାନିସ୍ତାନ ବ୍ୟାଟିଂ କରିବ । ବୋଲିଂ କରିବ ଭାରତ । ଖେଳରୁ ବାଦ ପଡିଲେ ଅଶ୍ୱିନ । ତାଙ୍କ ସ୍ଥାନରେ ଶାର୍ଦ୍ଦୁଳ ଠାକୁରଙ୍‌କୁ ସୁଯୋଗ ଦିଆଯାଇଛି ।ଦିଲ୍ଲୀରେ ଆଜି କିଏ ଦେଖାଇବ ଦମ୍ । ଗୋଟିଏ ପଟେ ବିଜୟଧାରା ବଜାୟ ରଖିବା ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ । ଅନ୍ୟପଟେ ବାଂଲାଦେଶ ଠାରୁ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିଲା ଆଫଗାନିସ୍ତାନ । ତେଣୁ ଆଜି ଭାରତ ବିପକ୍ଷରେ ବିପର୍ଯ୍ୟୟ ଘଟାଇବାକୁ ଦଳ ପ୍ରୟାସ କରିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି