Masthead

୧୦ ରୁ ୧୨ ଦିନ ପରେ କମିବ ସଂକ୍ରମଣ ହାର

ନୂଅଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏଣ୍ଡେମିକ ପର୍ଯ୍ୟାୟରେ ପହଞ୍ଚି ସାରିଲାଣି କୋଭିଡ । ୧୦ ରୁ ୧୨ ଦିନ ପରେ କମିବ ସଂକ୍ରମଣ ହାର । ଏଣ୍ଡେମିକର ଅର୍ଥ ହେଉଛି ଏହି ରୋଗ ଏଣିକି ଆମ ଭିତରେ ରହିବ । କିନ୍ତୁ ଏହାର ପ୍ରଭାବ ବିପଦଜନକ ହେବ ନାହିଁ । ହସ୍ପିଟାଲରେ କୋଭିଡ ରୋଗୀ ସଂଖ୍ୟା ପୂର୍ବ ଲହର ଭଳି ବଢିବ ନାହିଁ । କୋଭିଡରୁ ବର୍ତ୍ତିବା ପାଇଁ ସତର୍କ ରହିବାକୁ ହେବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦେଶରେ ୨୪ ଘଣ୍ଟାରେ ସଂକ୍ରମଣ ସଂଖ୍ୟା ୧୦ହଜାର ପାର୍ କରିଛି । ଦେଶରେ କରୋନା ସଂକ୍ରମଣ ବଢୁଥିବା ଦେଖି ସିରମ ଇଣଷ୍ଟିଚୁ୍ୟଟ ଅଫ ଇଣ୍ଡିଆ ପୁଣି ଥରେ କୋଭିଶିଲ୍ଡ ଟିକା ଉତ୍ପାଦନ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ