Masthead

୨୧ ବର୍ଷ ପରେ ମିଳିଲା ରାୟ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ):ଗଞ୍ଜାମ ଜିଲ୍ଲା ର ବହୁ ଚର୍ଚ୍ଚିତ ଆସିକା ଅଞ୍ଚଳର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଆସିକା ବ୍ଲକ ଅଧ୍ୟକ୍ଷ ଉମାଚରଣ ବିଷୋୟୀ ହତ୍ୟା କାଣ୍ଡର ଆଜି ରାୟ ପ୍ରକାଶ ପାଇଛି । ଦୀର୍ଘ ୨୧ ବର୍ଷ ପରେ ହତ୍ୟାକାଣ୍ଡର ସାକ୍ଷି ପ୍ରମାଣକୁ ବିଚାର କରି ଆଜି ରାୟ ପ୍ରକାଶ ପାଇଛି । ହତ୍ୟାକାଣ୍ଡ ଘଟଣାରେ ଜଣକୁ ଆଜୀବନ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜୋରିମନା କରାଯାଇଛି ।ଅନ୍ୟ ସମ୍ପୃକ୍ତ ଆସାମୀମାନଙ୍କୁ ସାକ୍ଷୀ ପ୍ରମାଣ ଅଭାବରୁ  ନିର୍ଦ୍ଦୋଶରେ ଖଲାସ କରାଯାଇଛି ।

ରାଜନୀତି ଓ ବ୍ୟବସାୟରୁ ସବୁଦିନ ପାଇଁ ହଟାଇବା ଉଦ୍ଦେଶ୍ୟରେଯୋଜନା ବଦ୍ଧ ଭାବେ ତାଙ୍କୁ ତାଙ୍କ ଘରୁ ୨୬-୭-୨୦୦୨ ତାରିଖ ରାତିରେ ସୂର୍ଯ୍ୟ ପଲାଇ, ଓ ତାର ସହଯୋଗୀମାନେ ଜୋରଜବରଦସ୍ତି କରି ଏକ କାରରେ ଟାଣି ନେଇ ବାବନପୁର ସ୍ଥିତ ଗଡଗଡିଆ ପାହାଡ ନିକଟରେ ଅତି ନିର୍ମମ ଭାବେ ହତ୍ୟା କରିଥିଲେ । ଘଟଣା ପରେ ତାଙ୍କ ସ୍ତ୍ରୀ ରୁନୁ ବିଷୋୟୀ ଆସିକା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ମାନଙ୍କୁ ଗିରଫ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି