Masthead

୨୫ ବର୍ଷ ପରେ ଓଡ଼ିଶାକୁ ଓଡ଼ିଆ ଲେଖାପଢ଼ା ମୁଖ୍ୟମନ୍ତ୍ରୀ ମିଳିବ: ଅମିତ ଶାହ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ସଭାରେ ଆରମ୍ଭରୁ ଗର୍ଜିଲେ ଅମିତ ଶାହ । ଓଡ଼ିଶାର ଅସ୍ମିତା ବଞ୍ଚାଇବା କି ନାହିଁ ପଚାରିଲେ ଶାହ । ୬ ପରର୍ଯ୍ୟାୟ ସରିଲାଣି, ୫ ପର୍ଯ୍ୟାୟ ରିପୋର୍ଟ ଅଛି । ୫ ପର୍ଯ୍ୟାୟରେ ମୋଦିଜୀ ୩୧୦ ସିଟ୍‌ ଜିତି ସାରିଲେଣି । ସପ୍ତମ ପର୍ଯ୍ୟାୟ ଶେଷ ସୁଦ୍ଧା ଚାର୍‌ଶୋ ପାର୍‌ କରିବାକୁ ପଡ଼ିବ । ଓଡ଼ିଶାରେ ବି ମୋଦିଙ୍କ ସରକାର ବନାଇବାକୁ ପଡ଼ିବ । ୭୫ରୁ ଅଧିକ ସିଟ୍‌ ଜିତି ଡବଲ ଇଂଜିନ ସରକାର କରିବ ବିଜେପି । ୪ ଜୁନ୍‌ରେ ରେଜଲ୍ଟ ଆସିବ, ନବୀନ ବାବୁ ପୂର୍ବ ମୁଖ୍ୟମନ୍ତ୍ରୀ ବନିଯିବେ ।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ଭକ୍ତ ହିଁ ହେବ । ୨୫ ବର୍ଷ ପରେ ଓଡ଼ିଶାକୁ ଓଡ଼ିଆ ଲେଖାପଢ଼ା ମୁଖ୍ୟମନ୍ତ୍ରୀ ମିଳିବ । ଓଡ଼ିଶାକୁ ତାମିଲ ବାବୁ ନା ମୁଖ୍ୟମନ୍ତ୍ରୀ ପରିଚାଳନା କରିବେ ବୋଲି ପ୍ରଶ୍ନ କଲେ ଶାହ । ଏ ନିର୍ବାଚନ ଓଡ଼ିଆ ଅସ୍ମିତା, ଭାଷା, କଳା, ସ୍ବାଭିମାନର ନିର୍ବାଚନ । ଜଣେ ତାମିଲବାବୁ ପରଦା ପଛରେ ରହି ଶାସନ କରିବେ କି? ବିଜେପିକୁ ଭୋଟ ଦିଅନ୍ତୁ, ଆପଣଙ୍କ ଜନସେବକ ଏଠି ଶାସନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା