Masthead

୩୮ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଦୀର୍ଘ ୩୮ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ । ଏନେଇ ମୁମ୍ବାଇର ସ୍ୱତନ୍ତ୍ର କୋର୍ଟ ସୂଚନା ଦେଇଛି । ସେପଟେ ଗ୍ୟାଙ୍ଗଷ୍ଟାର ବିରୋଧରେ ଏହା ହେଉଛି ସର୍ବ ପୁରାତନ ମାମଲା । ଯାହାର ଶୁଣାଣି ଦୀର୍ଘ ସମୟ ଧରି ହୋଇ ଚାଲିଥିଲା । ୧୯୮୩ ମସିହାରେ ପୁଲିସ ଉପରେ ହୋଇଥିବା ଆକ୍ରମଣରେ ତାଙ୍କୁ ଗିରଫ କରାଯାଇଥିଲା ।

ତିଲକ ନଗର ପୁଲିସ ଷ୍ଟେସନରେ ଏକ ଟିମ ଟ୍ୟାକ୍ସିରେ ମଦ ବେପାର କରୁଥିବା ସମୟରେ ରାଜନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ । କିନ୍ତୁ ଛୋଟା ରାଜନ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ । ଏହା ପରେ ସେ ଦୀର୍ଘ ୩୮ ବର୍ଷ ଜେଲରେ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ