Masthead

୩୮ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଦୀର୍ଘ ୩୮ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ । ଏନେଇ ମୁମ୍ବାଇର ସ୍ୱତନ୍ତ୍ର କୋର୍ଟ ସୂଚନା ଦେଇଛି । ସେପଟେ ଗ୍ୟାଙ୍ଗଷ୍ଟାର ବିରୋଧରେ ଏହା ହେଉଛି ସର୍ବ ପୁରାତନ ମାମଲା । ଯାହାର ଶୁଣାଣି ଦୀର୍ଘ ସମୟ ଧରି ହୋଇ ଚାଲିଥିଲା । ୧୯୮୩ ମସିହାରେ ପୁଲିସ ଉପରେ ହୋଇଥିବା ଆକ୍ରମଣରେ ତାଙ୍କୁ ଗିରଫ କରାଯାଇଥିଲା ।

ତିଲକ ନଗର ପୁଲିସ ଷ୍ଟେସନରେ ଏକ ଟିମ ଟ୍ୟାକ୍ସିରେ ମଦ ବେପାର କରୁଥିବା ସମୟରେ ରାଜନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ । କିନ୍ତୁ ଛୋଟା ରାଜନ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ । ଏହା ପରେ ସେ ଦୀର୍ଘ ୩୮ ବର୍ଷ ଜେଲରେ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା