Masthead

ବାହାନଗା ଟ୍ରେନ ଟ୍ରାଜେଡି,୪ ମାସ ପରେ ବି ଏମ୍ସରେ ମୃତଦେହକୁ ସଂରକ୍ଷିତ ରଖାଯାଇଛି

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ବାହାନଗା ଟ୍ରେନ ଟ୍ରାଜେଡି । ଅଚିହ୍ନା ହୋଇ ରହିଥିବା ୨୮ମୃତଦେହର କରାଯିବ ସତ୍କାର । ୪ ମାସ ପରେ ବି ଏମ୍ସରେ ମୃତଦେହକୁ ସଂରକ୍ଷିତ ରଖାଯାଇଛି । ଡିଏନଏ ଟେଷ୍ଟ ପରେ ମଧ୍ୟ ସେମାନଙ୍କ ପରିଚୟ ମିଳିନାହିଁ । ସେମାନଙ୍କ ମୃତଦେହ ନେବାପାଇଁ ମଧ୍ୟ କେହି ଆସି ନାହାନ୍ତି । ଭରତପୂର ଶ୍ମଶାନରେ ଏହି ମୃତକଙ୍କ ସାମୂହିକ ଅନ୍ତିମ ସଂସ୍କାର ପାଇଁ ବିଏମସି ପକ୍ଷରୁ ଏସଓପି ଜାରି କରାଯାଇଛି । ମୃତଦେହ ଗୁଡ଼ିକର ସମୂହ ସଂସ୍କାର ପାଇଁ ହୋଇଛି ନିଷ୍ପତ୍ତି। ଆଗାମୀ ଦିନେ ଦୁଇ ଦିନ ଭିତରେ ସିବିଆଇ ଅଧିକାରୀଙ୍କ ଉପସ୍ଥିତିରେ ଅଚିହ୍ନା ମୃତଦେହଗୁଡ଼ିକର ସଂସ୍କାର ପାଇଁ ପ୍ରସ୍ତୁତ ହେଉଛି ବିଏମସି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା