Masthead

ସାଢ଼େ ୮ଟା ପରେ ଗଞ୍ଜାମରେ ଦୋକାନ ବଜାର ବନ୍ଦ

ଗଞ୍ଜମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ରାଜନୈତିକ ହିଂସା ରୋକିବାକୁ ପଦକ୍ଷେପ । ଜୁନ୍ ୪ ଯାଏଁ ରାତି ସାଢ଼େ ୮ଟା ପରେ ଖୋଲିବନି ଦୋକାନ, ବଜାର । ସାଢ଼େ ୮ ପରେ ହୋଟେଲ୍, ଢାବା ଓ ଚା’ ଦୋକାନ ମଧ୍ୟ ବନ୍ଦ ରହିବ । ଏ ନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ