Masthead

୯ମାସ ପରେ ବାବାଙ୍କ ଦର୍ଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀର୍ଘ ନଅ ମାସ ପରେ ଏକାମ୍ର କ୍ଷେତ୍ରରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଖୋଲାଯାଇଛି । ଗତକାଲି ମନ୍ଦିର ଖୋଲାଯାଇଥିଲା । ପ୍ରଥମେ ଦର୍ଶନର ଅନୁମତି ସେବାୟତଙ୍କ ପରିବାରକୁ ମିଳିଥିଲା । ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ସେବାୟତଙ୍କ ପରିବାର କରିବେ ଦର୍ଶନ । ମନ୍ଦିରରେ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେହିପରି ୩ରୁ ୫ ତାରିଖ ମଧ୍ୟରେ ଭୁବନେଶ୍ୱରବାସୀଙ୍କୁ ମିଳିବ ଦର୍ଶନ ଅନୁମତି । ପରେ ୬ ତାରିଖ ପାଖରୁ ଆରମ୍ଭ ହେବ ସର୍ବ ସାଧାରଣ ଦର୍ଶନ ।

କରୋନାକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମନ୍ଦିର ମୁଖ୍ୟ ଦ୍ୱାର ସମ୍ମୁଖରେ ବ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାନେ ଲମ୍ବା ଧାଡ଼ିରେ ଆସି ପରିଚୟ ପତ୍ର ଓ କୋଭିଡ଼ ନେଗେଟିଭ ରିପୋର୍ଟ ଦେଖାଇ ମନ୍ଦିର ଭିତରେ ପ୍ରବେଶ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା