Masthead

ଦିନକ ପରେ ସୂର୍ଯ୍ୟ ଯାତ୍ରା

ନୂଅଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମୁନ ମିଶନ ପରେ ଏବେ ସନ୍ ମିଶନ । ପୁଣି ମନରେ ସେଇ ଉକ୍ରଣ୍ଠା ଆଉ ଉଦବେଗ । ଆଇ ମାତ୍ର ଦୁଇ ଦିନକୁ ଅପେକ୍ଷା । ଦୁଇ ଦିନ ପରେ ସୂର୍ଯ୍ୟକୁ ଯାତ୍ରା କରିବ ଆଦିତ୍ୟ ଏଲ-୧ । ଆଦିତ୍ୟ-ଏଲ-୧ ମିଶନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭାରତର ପ୍ରଥମ ‘ସୂର୍ୟ୍ୟ’ ଯାତ୍ରା ରକେଟ୍ ପିଏସ୍ଏଲଭି-ସି-୫୭ ଉତକ୍ଷେତଣସ୍ଥଳରେ ପହଞ୍ଚି ସାରିଛି । ଗୁରୁବାର ଉତକ୍ଷେପଣର ସମସ୍ତ ରିହର୍ସଲ ଶେଷ ହୋଇଛି । ରକେଟର ସମସ୍ତ ଇଂଟେରିୟର ଯାଞ୍ଚ ମଧ୍ୟ କରାଯାଇଛି । ୨୦୨୩ ସେପ୍ଟେମ୍ବର ୨ ତାରିଖ ପୂର୍ବାହ୍ନ ୧୧ଟା ୫୦ ମିନିଟରେ ଏହାର ଉତକ୍ଷେପଣ କରାଯିବ ।

ଇସ୍ରୋର ସବୁଠାରୁ ଭରସାଯୋଗ୍ୟ ରକେଟ୍ ପିଏସଏଲଭି-ସି-୫୭ କୁ ପୃଥିବୀର ନିମ୍ନ କକ୍ଷପଥରେ ଉତକ୍ଷେପଣ କରାଯିବ । ଏହା ପରେ ତିନି କିମ୍ବା ଚାରିଟି କକ୍ଷପଥକୁ ସିଧାସଳଖ ସ୍ଫେୟାର ଅଫ୍ ଇନଫ୍ଲୁଏନ୍ସରୁ ବାହାରକୁ ଅଣାଯିବ । ତା’ପରେ କ୍ରୁଜ୍ ଫେଜ୍ ଆରମ୍ଭ ହେବ । ଏହା ଟିକେ ଲମ୍ବା ପ୍ରକ୍ରିୟା । ଏହାପରେ ଆଦିତ୍ୟ-ଏଲ-୧କୁ ହେଲୋ ଅରବିଟରେ ରଖାଯିବ, ଯେଉଁଠାରେ ଏଲ୍-୧ ପଏଂଟ ରହିଛି । ଏହି ବିନ୍ଦୁ ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ ଅବସ୍ଥିତ, କିନ୍ତୁ ସୂର୍ଯ୍ୟଠାରୁ ଏହାର ଦୂରତାର ତୁଳନା ମାତ୍ର ୧ ପ୍ରତିଶତ । ଏହି ଯାତ୍ରା ପାଇଁ ୧୨୭ ଦିନ ସମୟ ଲାଗିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି