Masthead

ବିରୋଧ ପରେ କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ବହୁ ବିରୋଧ ପରେ ବି କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡିବାସୀଙ୍କୁ ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ଼ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କଳାହାଣ୍ଡି ଗସ୍ତରେ ଯାଇ ବିଜୁ ସ୍ମାର୍ଟ ହେଲଥ କାର୍ଡ଼ର ଶୂଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭବାନୀପାଟଣାରେ ଆୟୋଜିତ କରାଯାଇଥିବା ସଭାରେ ମୁଖ୍ୟମନ୍ତ୍ରୀଙ୍କ ସହ ଗୋଟିଏ ମଂଚରେ ଉପସ୍ଥିତ ଥିଲେ ମମିତା ମେହେର ହତ୍ୟାକାଣ୍ଡରେ ବିବାଦ ଘେରକୁ ଆସିଥିବା ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ।

କଳାହାଣ୍ଡି ଭବାନୀପାଟଣା ଓୟୁଏଟି ପଡ଼ିଆରେ କୋଭିଡ କଟକଣା ମଧ୍ୟରେ ମୋଟ ୩୦୦ ଜଣଙ୍କ ଉପସ୍ଥିତିରେ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେପଟେ ମୁଖ୍ରମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛନ୍ତି ଉଭୟ ବିଜେପି ଓ କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ