Masthead

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପରେ ଆତିଶିଙ୍କ ଘରେ ପହଞ୍ଚିଲେ କ୍ରାଇମ ବ୍ରାଞ୍ଚ ଟିମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜରିୱାଲଙ୍କ ଘରେ ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ। ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାକୁ ନେଇ ଆମ ଆଦମୀ ପାର୍ଟି ଏବଂ ଭାରତୀୟ ଜନତା ପାର୍ଟି ମଧ୍ୟରେ ରାଜନୈତିକ ବିବାଦ ଜାରି ରହିଛି।  ଦିଲ୍ଲୀ କ୍ରାଇମ ବ୍ରାଞ୍ଚ ଟିମ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘରେ ନୋଟିସ ଦେବା ପରେ ମନ୍ତ୍ରୀ ଆତିଶିଙ୍କ ଘରେ ନୋଟିସ ନେଇ ପହଞ୍ଚିଥିଲେ ମଧ୍ୟ ସେଠାରେ କେହି ନୋଟିସ ନେଇ ନ ଥିଲେ। ଏହାପରେ ଦିଲ୍ଲୀ ପୋଲିସ ଟିମ ମଧ୍ୟ ସେଠାରୁ ଫେରିଥିଲେ। ଗତ ମଙ୍ଗଳବାର ଅତିଶି ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ସହ ଭାଜପା ଉପରେ ଅଭିଯୋଗ କରିଥିଲେ ଯେ ସେମାନେ ଶାସକ ଦଳର ବିଧାୟକଙ୍କୁ ପ୍ରଲୋଭନ ଦେଖାଇ ଷଡଯନ୍ତ୍ର କରୁଛନ୍ତି। ଏହା ପରେ ଦିଲ୍ଲୀ ଭାଜପାର ସମସ୍ତ ନେତା ଓ ଏମପି ଦିଲ୍ଲୀ ପୋଲିସ କମିଶନର ସଞ୍ଜୟ ଆରୋରାଙ୍କୁ ଭେଟି ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ କରିବା ସହ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା