Masthead

ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ନିଜ ଗାଁକୁ ଯିବେ ମୋହନ ଚରଣ ମାଝୀ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଆଜି ନିଜ ଗାଁ କେନ୍ଦୁଝର ରାଇକଳାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଠି ନିଜ ଘରେ ମଧ୍ୟାହ୍ନ ଭୋଜନ କରିବେ । ଏଥିସହ ସାଧାରଣ ଜନତାଙ୍କ ସହ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି। ଗତକାଲି କେନ୍ଦୁଝର ପହଞ୍ଚି ପୂର୍ବ ବିଜେଡି ସରକାର ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦୁଝରକୁ ଲୁଟ୍ କରାଯାଉଥିଲା।

କେନ୍ଦୁଝର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସମ୍ପୃକ୍ତ ଅଛନ୍ତି। ୨୦୧୯ରେ ବିଧାନସଭାରେ କେନ୍ଦୁଝରର ହକ୍ ପାଇଁ ଲଢ଼େଇ ହୋଇଥିଲା କିଛି ଅଣ ଓଡ଼ିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ ଲୁଟିଛନ୍ତି। ଯେଉଁମାନେ ଲୁଟ୍ କରିଛନ୍ତି ସେମାନେ ମୋ ନଜରରେ, କେହି ବର୍ତ୍ତିବେନି। ସମସ୍ତଙ୍କୁ ଜେଲ୍ ପଠାଇବୁ, କାହାକୁ ଛାଡ଼ିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି