ମନ୍ତ୍ରିମଣ୍ଡଳରୁ ବାଦ ପଡିବା ପରେ ପ୍ରତିକ୍ରିୟା ରଖିଲେ ରୋହିତ ପୂଜାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ମନ୍ତ୍ରିମଣ୍ଡଳରୁ ବାଦ୍ ପଡିଲେ ରୋହିତ ପୂଜାରୀ । ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ । ରିପୋର୍ଟ କାର୍ଡରେ ଅସନ୍ତୁଷ୍ଟ ହୋଇ ମୁଖ୍ୟମନ୍ତ୍ରୀ କଲେ ସୁପାରିସ । ମୁଖ୍ୟମନ୍ତ୍ରୀଙ୍କ ସୁପାରିସକୁ ରାଜ୍ୟପାଳଙ୍କ ଅନୁମୋଦନ ପରେ ପ୍ରତିକ୍ରିୟା ରଖିଲେ ରୋହିତ ପୂଜାରୀ । ସେ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୋ ଉପରେ ଆଶା ବହୁତ ଥିଲା ପୂରଣ ହୋଇପାରିନାହିଁ । ମାନ୍ୟବର ମୁଖ୍ୟମନ୍ତ୍ରୀଆଗକୁ ଯୋଉ ଦାୟିତ୍ୱ ଦେବେ ତାହା କରିବି । ମୁଖ୍ୟମନ୍ତ୍ରୀ ମତେ ବିଗତ ଦିନରେ ବହୁତ ଆଶୀର୍ବାଦ କରିଛନ୍ତି । ମୁଁ ନୂଆ ମନ୍ତ୍ରୀ ହୋଇଥିଲି ଆହୁରି ସମୟ ଅଛି ଶିଖିବି । ମୁଁ ମୋର ବେଷ୍ଟ ଏଫର୍ଟ ଦେଇଛି , ଏଭଳି ପ୍ରତିକ୍ରିୟା ରଖିଛନ୍ତି ରୋହିତ ପୂଜାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’