Masthead

ବାତ୍ୟା ପରେ କରୋନା ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରୁ ଚାଲିଯାଇଛି ବାତ୍ୟା ଭୟ । କିନ୍ତୁ ଫେରିଛି ପୁଣି କରୋନା ଭୟ । ବାତ୍ୟା ପାଇଁ ଆଶ୍ରୟ ସ୍ତଳକୁ ନିଆଯାଇଥିବା ଲକ୍ଷ ଲକ୍ଷ ଲୋକ ଓ ଉଦ୍ଧାର ପାଇଁ ଯାଇଥିବା ହଜାର ହଜାର କର୍ମଚାରୀଙ୍କୁ ନେଇ ଚିନ୍ତା ବଢ଼ିଛି । ଏମାନେ ଯେପରି କରୋନାରେ ସଂକ୍ରମିତ ନହୁଅନ୍ତି ସେ ଦିଗରେ ଏବେ ତତ୍ପର ହୋଇ ଉଠିଛନ୍ତି ରାଜ୍ୟ ସରକାର । ବାତ୍ୟା ଆଶ୍ରୟସ୍ଥଳକୁ ଯାଇଥିବା ଲୋକ ଓ ସହାୟତା କର୍ମଚାରୀଙ୍କ ଶରୀରରେ କୋଭିଡ୍ ଲକ୍ଷଣର ସମ୍ପୂର୍ଣ୍ଣ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟସରକାର ।

ଏନେଇ ୧୨ ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠି ଲେଖିଛନ୍ତି । ଏହି ପତ୍ରରେ କୁହାଯ଼ାଇଛି ଯ଼େ ଆଶ୍ରୟସ୍ଥଳ ଫେରନ୍ତା ଲୋକ, ଉଦ୍ଧାରକାରୀ କର୍ମଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିବାକୁ ଘରକୁ ଘର ବୁଲୁଥିବା ସର୍ଭେ ଟିମକୁ ଆବଶ୍ୟକ ନିର୍ଦ୍ଦେଶ ଦିଆଯ଼ାଉ । ସେହିପରି ଏସବୁ ଲୋକମାନେ ନିଜେ ନିଜର ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖନ୍ତୁ ଓ ଲକ୍ଷଣ ଦେଖାଦେଲେ ତୁରନ୍ତ ନିଜକୁ ଅଲଗା କରି କୋଭିଡ୍ ପରୀକ୍ଷା କରାନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା