Masthead

ଦାବି ଜୋରଦାର ପରେ ଖୋଲିଲା ପଶ୍ଚିମ ଦ୍ୱାର

ପୁରୀ (ବଡ଼ ଖବର ବ୍ୟୁରୋ): ଜୋର ଧରିଥିଲା ଶ୍ରୀମନ୍ଦିର ଦାବି । ଦାବି ଜୋରଦାର ହେବା ପରେ ଏବେ ଖୋଲିଛି ପଶ୍ଚିମ ଦ୍ୱାର । ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ପୁରୀବାସୀଙ୍କ ପାଇଁ ଏହି ଦ୍ୱାର ଖୋଲାଯାଇଛି । ପଶ୍ଚିମଦ୍ୱାର ଆଜି ଖୋଲିବା ପରେ ପୁରୀ ବାସିନ୍ଦା ପରଚିୟ ପତ୍ର ଦେଖାଇ ମନ୍ଦିରରେ ପ୍ରବେଶ କରି ଠାକୁର ଦର୍ଶନ କରିଛନ୍ତି । କରୋନା ଠାରୁ ତିନି ଦ୍ୱାର ବନ୍ଦ ଥିଲା । କେବଳ ସିହଂଦ୍ୱାର ଦେଇ ମନ୍ଦିରକୁ ପ୍ରବେଶ କରୁଥିଲେ ଭକ୍ତ ।

ସ୍ଥିତି ସ୍ୱଭାବିକ ହେବା ପରେ ମଧ୍ୟ ଦ୍ୱାର ଖୋଲା ଯାଇନଥିଲା । ଯାହାକୁ ନେଇ ଦୀର୍ଘ ଦିନ ହେବ ଦାବି ହୋଇଆସୁଥିଲା । ଗତକାଲି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଆଉ ଗୋଟିଏ ଦ୍ୱାର ଖୋଲିବା ପାଇଁ କହିଥିଲେ । ଆଉ ଏବେ ପଶ୍ଚିମଦ୍ୱାର ଖୋଲିଛି ପ୍ରଶାସନ । ଆଉ ଦୁଇଟି ଦ୍ୱାର ଖୁବଶୀଘ୍ର ଖୋଲିବା ନେଇ ନଆଯିବ ନିଷ୍ପତ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ