Masthead

କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ବିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି । ଆଜି ପୂର୍ବାହ୍ନରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିବେ ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଗତ ୨୯ ତାରିଖରେ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ।। ମା ତାରା ତାରିଣୀଙ୍କ ଦର୍ଶନ ପରେ ବିରାଟ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଥିଲେ ନବୀନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା