Masthead

ହକି ପରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମକୁ ଫେରିବ ଫୁଟବଲ୍ ଫିବର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହକି ପରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମକୁ ଫେରିବ ଫୁଟବଲ୍ ଫିବର । ଆରମ୍ଭ ହେବାକୁ ଯାଉଛି ହିରୋ ଇଣ୍ଟରନ୍ୟାସନାଲ କପ୍ । ଏହି ମ୍ୟାଚ ୯ଜୁନରୁ ଆରମ୍ଭ ହୋଇ ୧୮ ଜୁନ ଯାଏଁ ଚାଲିବ । ଜୁନ ୯ ପ୍ରଥମ ମୁକାବିଲାରେ ଲେବାନନକୁ ଭେଟିବ ଭାନୁଆଟୁ ଏବଂ ଆୟୋଜକ ଭାରତକୁ ଭେଟିବ ମଙ୍ଗୋଲିଆ । ୧୨ ଜୁନରେ ମଙ୍ଗୋଲିଆକୁ ଭେଟିବ ଲେବାନନ୍, ଭାନୁଆଟୁକୁ ଭେଟିବ ଭାରତ । ସେହିପରି ୧୫ ଜୁନରେ ଭାନୁଆଟୁକୁ ଭେଟିବ ମଙ୍ଗୋଲିଆ । ଭାରତକୁ ଭେଟିବ ଲେବାନନ୍ । ୧୮ ତାରିଖରେ ଗ୍ରୁପ ଟପର ଓ ଗ୍ରୁପ ରନର୍ସ ଆପ୍ ମଧ୍ୟରେ ଫାଇନାଲ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ