Masthead

ଲାଲୁଙ୍କ ପରେ ଏବେ ତେଜସ୍ୱୀ

ବିହାର (ବଡ଼ ଖବର ବ୍ୟୁରୋ): ଲ୍ୟାଣ୍ଡ ଫର୍‌ ଜବ ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ସୋମବାର ଆରଜେଡି ମୁଖ୍ୟ ଲାଲୁ ପ୍ରସାଦଙ୍କୁ ୯ ଘଣ୍ଟାରୁ ଅଧିକ ସମୟ ପଚରାଉଚରା କରିଛି। ମଙ୍ଗଳବାର ଇଡି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କୁ ପଚରାଉଚରା କରିବାକୁ ଯାଉଛି। ଏହା ପୂର୍ବରୁ ଡିସେମ୍ବର ୨୨ ଏବଂ ୫ ଜାନୁଆରୀରେ ଇଡି ପଚରାଉଚରା ପାଇଁ ତେଜାସ୍ବୀଙ୍କୁ ଡାକିଥିଲେ ।

କିନ୍ତୁ ସେ ହାଜର ହୋଇନଥିଲେ। ଏହାପୂର୍ବରୁ, ଏପ୍ରିଲ ୧୧, ୨୦୨୩ ରେ, ଇଡି ଏହି ପ୍ରସଙ୍ଗରେ ୮ଘଣ୍ଟା ପାଇଁ ତେଜସ୍ବୀ ଯାଦବଙ୍କୁ ପଚରାଉଚରା କରିଥିଲେ। ନୀତୀଶ କୁମାରଙ୍କ ନେତୃତ୍ୱରେ ବିହାରରେ ଏନଡିଏ ସରକାର ଗଠନର ଗୋଟିଏ ଦିନ ପରେ ଇଡି ତେଜସ୍ୱୀଯାଦବଙ୍କୁ ତଦନ୍ତ ନୋଟିସ ଦେଇଛନ୍ତି। ଲ୍ୟାଣ୍ଡ ଫର ଜବ୍‌ ମାମଲାରେ, ଜାନୁଆରୀ ୧୯ରେ ଇଡି ଏକ ନୋଟିସ ପଠାଇ ଜାନୁଆରୀ ୨୯ ରେ ତେଜସ୍ବୀ ଯାଦବ ଏବଂ ଜାନୁଆରୀ ୩୦ ରେ ଲାଲୁ ଯାଦବଙ୍କୁ ପଚରାଉଚରା ପାଇଁ ଡାକିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ