Masthead

ଲାଲୁଙ୍କ ପରେ ଏବେ ତେଜସ୍ୱୀ

ବିହାର (ବଡ଼ ଖବର ବ୍ୟୁରୋ): ଲ୍ୟାଣ୍ଡ ଫର୍‌ ଜବ ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ସୋମବାର ଆରଜେଡି ମୁଖ୍ୟ ଲାଲୁ ପ୍ରସାଦଙ୍କୁ ୯ ଘଣ୍ଟାରୁ ଅଧିକ ସମୟ ପଚରାଉଚରା କରିଛି। ମଙ୍ଗଳବାର ଇଡି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କୁ ପଚରାଉଚରା କରିବାକୁ ଯାଉଛି। ଏହା ପୂର୍ବରୁ ଡିସେମ୍ବର ୨୨ ଏବଂ ୫ ଜାନୁଆରୀରେ ଇଡି ପଚରାଉଚରା ପାଇଁ ତେଜାସ୍ବୀଙ୍କୁ ଡାକିଥିଲେ ।

କିନ୍ତୁ ସେ ହାଜର ହୋଇନଥିଲେ। ଏହାପୂର୍ବରୁ, ଏପ୍ରିଲ ୧୧, ୨୦୨୩ ରେ, ଇଡି ଏହି ପ୍ରସଙ୍ଗରେ ୮ଘଣ୍ଟା ପାଇଁ ତେଜସ୍ବୀ ଯାଦବଙ୍କୁ ପଚରାଉଚରା କରିଥିଲେ। ନୀତୀଶ କୁମାରଙ୍କ ନେତୃତ୍ୱରେ ବିହାରରେ ଏନଡିଏ ସରକାର ଗଠନର ଗୋଟିଏ ଦିନ ପରେ ଇଡି ତେଜସ୍ୱୀଯାଦବଙ୍କୁ ତଦନ୍ତ ନୋଟିସ ଦେଇଛନ୍ତି। ଲ୍ୟାଣ୍ଡ ଫର ଜବ୍‌ ମାମଲାରେ, ଜାନୁଆରୀ ୧୯ରେ ଇଡି ଏକ ନୋଟିସ ପଠାଇ ଜାନୁଆରୀ ୨୯ ରେ ତେଜସ୍ବୀ ଯାଦବ ଏବଂ ଜାନୁଆରୀ ୩୦ ରେ ଲାଲୁ ଯାଦବଙ୍କୁ ପଚରାଉଚରା ପାଇଁ ଡାକିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ