Masthead

ପ୍ରମିଳାଙ୍କ ଇସ୍ତଫା ପରେ ସୁଦାମଙ୍କୁ ମିଳିଲା ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ଏହାର ଦାୟିତ୍ୱ ମିଳିଛି ସୁଦାମ ମାର୍ଣ୍ଡିଙ୍କୁ  । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ବହନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ।  ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ । ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ସୁଦାମ । ସେପଟେ ପ୍ରମିଳା ମଲ୍ଲିକ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ