Masthead

ଚନ୍ଦକା ବନାଞ୍ଚଳ ବୁଲି ଦେଖିଲା କେନ୍ଦ୍ରୀୟ ଟିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ନିଆଁ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ସହ ସୋମବାର କେନ୍ଦ୍ରୀୟ ଟିମର ଆଲୋଚନା । ଶିମିଳିପାଳ ପରେ ଚନ୍ଦକା ବନାଞ୍ଚଳ ବୁଲି ଦେଖୁଥିଲେ ଟିମ । ତେବେ ସୋମବାର ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବା ନେଇ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଟିମ ସୂଚନା ଦେଇଛନ୍ତି ।

ଅନ୍ୟପଟେ ଜଙ୍ଗଲ ନିଆଁ ଏବେ ସମ୍ପୂର୍ଣ୍ଣ ଭାବେ ଆୟତ୍ତଧୀନ ଥିବା ଟାସ୍କପୋର୍ସ ଟିମ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆସନ୍ତା ଦିନ ମାନଙ୍କରେ ତାପମାତ୍ରା ଆହୁରୀ ବୃଦ୍ଧି ପାଇବା ସହ ବନାଗ୍ନି ବଢିବାର ଆଶଙ୍କା ରହିପାରେ । ଏନେଇ ଭୟ ରହିଥିବା ପରୀପ୍ରେକ୍ଷୀରେ କ୍ଷେତ୍ର ଅଧିକାରୀଙ୍କୁ ସେମାନଙ୍କ ଅଞ୍ଚଳରେ ନିଆଁ ରୋକିବା ଲାଗି ସଂପୂର୍ଣ୍ଣ ସତର୍କ ଓ ସଚେତନ ରହିବାରୁ ନିର୍ଦ୍ଦେଶ ଦିଆଯାଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା