Masthead

କିଛି ସମୟ ପରେ ଆଇପିଏଲ ମହାମୁକାବିଲା

ଅହମ୍ମଦାବାଦ (ବଡ଼ ଖବର ବ୍ୟୁରୋ):ଆଜି ଖେଳାଯିବ ୨୦୨୩ ଆଇପିଏଲ ଫାଇନାଲ ମ୍ୟାଚ । ଆହମ୍ମଦାବାଦରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପରକିଙ୍ଗସ ଓ ଗୁଜରାଟ ଟାଇଟନସ । ଆଜି ସଂନ୍ଧ୍ୟା ୮ଟାରେ ଖେଳାଯିବ ମ୍ୟାଚ । ଗତକାଲି ପ୍ରବଳ ବର୍ଷା ହେତୁ ଏହି ମ୍ୟାଚଟି ବାତିଲ ହୋଇଥିଲା । ୨୦୨୩ ରେ କିଏ ଆଇ ପିଏଲ ଟ୍ରଫି ହାତେଇବ ତାହା ଉପରେ ସମସ୍ତଙ୍କ ନଜର । ଚେନ୍ନାଇ ଜିତିଲେ ୫ ଥର ବିଜୟ ହେବ । ଗୁଜରାଟ ଜିତିଲେ ଲଗାତାର ବିଜୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ