Masthead

ବିଏମସି ପରେ ସିଏମସି ଜାରି କଲା ନୂଆ ଗାଇଡଲାଇନ

ଭୁବନେଶ୍ବର( ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ଶନିବାର ସକାଳେ ବିଏମସି ପକ୍ଷରୁ ଆସିଥିଲା ନୂଆ ଗାଇଡଲାଇନ । ବିଏମସି ପରେ ବର୍ତ୍ତମାନ ଆସିଛି ସିଏମସିର ନୂଆ ଗାଇଡ଼ଲାଇନ । ଏଣିକି ବିବାହ ଉତ୍ସବରେ ଉପସ୍ଥିତି ପାଇଁ ୧୦୦ ଜଣଙ୍କୁ ମିଳିବ ଅନୁମତି । ସେହିପରି ସୁଦ୍ଧି କାର୍ଯ୍ୟ ପାଇଁ ୫୦ ଜଣଙ୍କୁ ଅନୁମତି ମିଳିବ ।

ବିବାହ ଓ ସୁଦ୍ଧି କାର୍ଯ୍ୟରେ କୋଭିଡ ଗାଇଡଲାଇନକୁ କଡାକଡି ଭାବେ ପାଳନ କରାଯିବ । ବିଭିନ୍ନ ପ୍ରକାର ସମ୍ମିଳନୀ ଓ ସମାବେଶ ଉପରେ କଟକଣା ଲଗାଇଛି କଟକ ମ୍ୟୁନିସିପାଲ କର୍ପୋରେଶନ । ସାରା ଦେଶରେ କରୋନାର ଦ୍ବିତୀୟ ଲହରକୁ ନେଇ ସାରା ଦେଶରେ କୋକୁଆ ଭୟ ସୃଷ୍ଟି ହୋଇଛି । ରାଜ୍ୟରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।

ଶନିବାର ରାଜ୍ୟରୁ ୪୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ଚିନ୍ତାରେ ରାଜ୍ୟ ସରକାର । ତେଣୁ କୋଭିଡର ସମସ୍ତ ଗାଇଡଲାଇନକୁ କଡାକଡି ଭାବେ ପାଳନ କରିବାକୁ ଅନୁରୋଧ କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା