Masthead

ଲୋକସଭା ପରେ ରାଜ୍ୟ ସଭାରେ ପାରିତ ହେଲା ମହିଳା ସଂରକ୍ଷଣ ବିଲ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲୋକସଭା ପରେ ରାଜ୍ୟସଭା ପରେ ପାରିତ ହେଲା ମହିଳା ସଂରକ୍ଷଣ ବିଲ୍ । ରାଷ୍ଟ୍ରପତିଙ୍କ ଅନୁମୋଦନକୁ ଅପେକ୍ଷା । ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ପୂର୍ଣ୍ଣ ସମର୍ଥନ । ରାଜ୍ୟସଭାରେ ବିଲ୍ ସପକ୍ଷରେ ୨୧୫ ଭୋଟ୍ । ଏବେ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯିବ ବିଲ୍ । ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଆଇନରେ ପରିଣତ ହେବ । ମହିଳାଙ୍କ ଆତ୍ମବିଶ୍ୱାସ ବଢାଇବାକୁ ଏହି ବିଲ୍ ବାଟ କଢାଇବ ବୋଲି ପ୍ରଧାନମନ୍ତ୍ରୀ ମୋଦି କହଛନ୍ତି ।

ଏହି ବିଲ୍ ପାସ୍ ହେବା ପରେ ମହିଳା ସାଂସଦମାନେ ପରସ୍ପରକୁ ମିଠା ଖୁଆଇ ସେଲିବ୍ରେସନ କରିଛନ୍ତି। ମଧ୍ୟରାତ୍ରରେ ମହିଳା ସାଂସଦମାନେ ଏକାଠି ହୋଇ ସେଲିବ୍ରେସନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ବିଲ୍ ଉପରେ ବିତର୍କ ବେଳେ ବିଜେପି କଂଗ୍ରେସ ମୁହାଁମୁହିଁ ହୋଇଥିଲେ । ବିରୋଧୀଙ୍କ ଦାବି ଥିଲା ଯେ, ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ଥିବା ଏହି ବିଲ୍‌ରେ ଓବିସି ଓ ଏସ୍‌ସି-ଏସ୍‌ଟି ବର୍ଗଙ୍କୁ ବି ସାମିଲ କରାଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ