Masthead

ପାକିସ୍ତାନର ଟର୍ବାଟ ନାଭାଲ ଏୟାର ଷ୍ଟେସନରେ ହମଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ପୁଣି ହମଲା । ପାକିସ୍ତାନର ଟର୍ବାଟ ନାଭାଲ ଏୟାର ଷ୍ଟେସନରେ ହମଲା । ଏୟାର ଷ୍ଟେସନରେ ଘନଘନ ଗୁଳିମାଡ଼ । ଆକ୍ରମଣ କରିଥିବା ବେଲୁଚିସ୍ତାନ ଲିବରୋସନ୍ ଆର୍ମିର ଦାବି । ସପ୍ତାହ ଭିତରେ ଏୟାର ଷ୍ଟେସନରେ ଦ୍ୱିତୀୟ ଥର ଆକ୍ରମଣ । ବି.ଏଲ.ଏ ମଜିଦ ବିଗ୍ରେଡର ଆତଙ୍କବାଦୀମାନେ ଏୟାର ବେସରେ ପ୍ରବେଶ କରିବା ସହ ବିସ୍ଫୋରଣ କରିଛନ୍ତି । ଏଥିସହ ଆଖିବୁଜା ଗୁଳି ଚାଳନା ମଧ୍ୟ କରାଯାଇଛି । ଏହି ଆକ୍ରମଣରେ ମୃତାହତ ନେଇ କୌଣସି ସୂଚନା ମିଳିନଥିବା ବେଳେ ଏଥିପାଇଁ ବେଲୁଚିସ୍ତାନ ଲିବରେସନ ଆର୍ମୀ ନିଜକୁ ଦାୟୀ କରିଛି । ବେଲୁଚିସ୍ତାନରେ ଚୀନର ନିବେଶକୁ ବିରୋଧ କରି ଆସୁଛି ଏହି ସଂଗଠନ । ଯାହାକୁ ନେଇ ପାକିସ୍ତାନ ଉପରେ ବାରମ୍ବାର ଆକ୍ରମଣ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା