ମରାମତି ପରେ ଗଡ଼ିଲା ଟ୍ରେନ, ହାତ ଯୋଡି ଟ୍ରେନକୁ ମୁଣ୍ଡିଆ ମାରିଲେ ରେଳମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସରିଲା ମରାମତି ଗଡ଼ିଲା ଟ୍ରେନ । ପରୀକ୍ଷାମୂଳକ ଭାବେ ଅପ ଓ ଡାଉନ ଲାଇନରେ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି । ଦୀର୍ଘ ୫୧ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ବାହାନଗା ଷ୍ଟେସନରେ ଗଡ଼ିଛି ଟ୍ରେନ୍‌। ଉଭୟ ଟ୍ରାକ୍‌ରେ ରବିବାର ରାତିରେ ମାଲବାହୀ ଟ୍ରେନ୍‌ ଚଳାଚଳ କରିଥିବା ବେଳେ କିଛି ପାସେଞ୍ଜର ଟ୍ରେନ ମଧ୍ୟ ଚଳାଚଳ କରିଛି । ଗତକାଲି ରାତି ପ୍ରାୟ ୧୦ ଟା ପରେ ଉଭୟ ଅପ୍ ଏବଂ ଡାଉନରେ ପରକ୍ଷାମୂଳକ ଭାବେ ମାଲଗାଡି ଚଳାଚଳ ଆରମ୍ଭ ହୋଇଥିଲା । ଟ୍ରେନ ଗଡ଼ିବା ପୂର୍ବରୁ ଭାବବିହ୍ୱଳ ହୋଇପଡିଥିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ହାତ ଯୋଡ଼ି ଟ୍ରେନକୁ ମୁଣ୍ଡିଆ ମାରିଥିଲେ । କହିଥିଲେ ଏବେବି ଦାୟିତ୍ୱ ସରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’