Masthead

ସରିଲା ଫିଲ୍ମ ସୁଟିଂ, ମହାକାଶରୁ ଫେରିଲେ କଳାକାର

(ବଡ଼ ଖବର ବ୍ୟୁରୋ): ଇତିହାସରେ ପ୍ରଥମ । ମହାକାଶରେ ହେଉଥିବା ପ୍ରଥମ ଫିଲ୍ମ ‘ଦ ଚ୍ୟାଲେଞ୍ଜ’ର ଶୁଟିଂ ରବିବାର ଶେଷ ହୋଇଛି। ଏହି ଫିଲ୍ମର ଶୁଟିଂ ପାଇଁ କଳାକାରମାନେ ମହାକାଶକୁ ୧୨ ଦିନ ଯାତ୍ରା କରିଥିଲେ। ସୋୟୁଜ ଏମଏସ-୧୮ଯାନରେ ସେମାନେ ମହାକାଶରୁ ସୁରକ୍ଷିତ ଭାବରେ ଫେରି ଆସିଛନ୍ତି।ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ଋଷିଆନ ସ୍ପେସ୍‌ ଏଜେନ୍ସି। ଶୁଟିଂ ପାଇଁ ୩୭ ବର୍ଷୀୟା ଅଭିନେତ୍ରୀ ୟୁଲିଆ ପେରେସିଲ୍‌ଡ୍‌ ଓ ୩୮ ବର୍ଷୀୟ ନିର୍ଦ୍ଦେଶକ କ୍ଲିମ୍‌ ଶିପେଙ୍କୋ ରକେଟ୍‌ ଯୋଗେ ମହାକାଶ ଯାତ୍ରା କରିଥିଲେ। ସେମାନଙ୍କ ଅବତରଣ ସମୟର ଭିଜୁଆଲ ମଧ୍ୟ ଏହି ଫିଲ୍ମରେ ସ୍ଥାନ ପାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ