Masthead

ସରିଲା ଫିଲ୍ମ ସୁଟିଂ, ମହାକାଶରୁ ଫେରିଲେ କଳାକାର

(ବଡ଼ ଖବର ବ୍ୟୁରୋ): ଇତିହାସରେ ପ୍ରଥମ । ମହାକାଶରେ ହେଉଥିବା ପ୍ରଥମ ଫିଲ୍ମ ‘ଦ ଚ୍ୟାଲେଞ୍ଜ’ର ଶୁଟିଂ ରବିବାର ଶେଷ ହୋଇଛି। ଏହି ଫିଲ୍ମର ଶୁଟିଂ ପାଇଁ କଳାକାରମାନେ ମହାକାଶକୁ ୧୨ ଦିନ ଯାତ୍ରା କରିଥିଲେ। ସୋୟୁଜ ଏମଏସ-୧୮ଯାନରେ ସେମାନେ ମହାକାଶରୁ ସୁରକ୍ଷିତ ଭାବରେ ଫେରି ଆସିଛନ୍ତି।ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ଋଷିଆନ ସ୍ପେସ୍‌ ଏଜେନ୍ସି। ଶୁଟିଂ ପାଇଁ ୩୭ ବର୍ଷୀୟା ଅଭିନେତ୍ରୀ ୟୁଲିଆ ପେରେସିଲ୍‌ଡ୍‌ ଓ ୩୮ ବର୍ଷୀୟ ନିର୍ଦ୍ଦେଶକ କ୍ଲିମ୍‌ ଶିପେଙ୍କୋ ରକେଟ୍‌ ଯୋଗେ ମହାକାଶ ଯାତ୍ରା କରିଥିଲେ। ସେମାନଙ୍କ ଅବତରଣ ସମୟର ଭିଜୁଆଲ ମଧ୍ୟ ଏହି ଫିଲ୍ମରେ ସ୍ଥାନ ପାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା