Masthead

ପୁଣି ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା(ବଡ଼ ଖବର ବ୍ୟୁରୋ): ଚିତ୍ରକୋଣ୍ଡା ପୋଲିସକୁ ମିଳିଛି ବଡ ସଫଳତା । ପୋଲିସ ପାଟ୍ରେଲିଂ ବେଳେ ଗଞ୍ଜେଇ ବୋଝେଇ ପିକଅପ ଭ୍ୟାନ ଜବତ କରିଛି । ଖବର ପାଇ ପୋଲିସ ପହଁଚି ଚଢାଉ କରିଥିଲା । ଗଞ୍ଜେଇ ବୋଝେଇ ଗାଡି ଗୁଣ୍ଠାବେଡାରୁ ବିହାର ଯାଉଥିଲା । ଗଞ୍ଜେଇ ଚୋରାଚାଲାଣ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠୁ ୧ ଲକ୍ଷ ୨ହଜାର ୮ଶହ ଟଙ୍କା ଜବତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା